Genesis 6:13 — Compare Translations

5 translations compared side by side

Odia - 1840
"ତେଣୁ ପରମେଶ୍ବର ନୋରକୁ କହିଲେ, ସମସ୍ତ ଲୋକ ପୃଥିବୀକୁ କୋର୍ଧ ଓ ହିଂସା ରେ ଛାରଖାର କରି ଦେଲଣେି। ତେଣୁ ଆମ୍ଭେ ପୃଥିବୀ ସହିତ ସମାନଙ୍କେୁ ବିନଷ୍ଠ କରିବାା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପରମେଶ୍ଵର ନୋହଙ୍କୁ କହିଲେ, ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ଵାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର ନୋହଙ୍କୁ କହିଲେ, “ସମସ୍ତ ଲୋକ ପୃଥିବୀକୁ କ୍ରୋଧ ଓ ହିଂସାରେ ଛାରଖାର କରି ଦେଲେଣି। ତେଣୁ ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।