Genesis 6:14 — Compare Translations

5 translations compared side by side

Odia - 1840
"ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା' ମଧିଅରେ ନାନା କଠାେରୀ ବନାଇ ତହିଁର ଭିତର ଓ ବାରାର ଝୁଣା ଦ୍ବାରା ଲପନେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଗୋଫର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ଵାରା ଲେପନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା’ ମଧ୍ୟରେ ନାନା କୋଠରୀ ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।