Genesis 6:16 — Compare Translations
5 translations compared side by side
Odia - 1840
"ଉପରୁ ଏକ ହାତ ଛାଡ଼ି ଝରକା କରିବ। ସହେି ଜାରାଜର ପାଶର୍ବ ରେ ଗୋଟିଏ ଦ୍ବାର ରହିବ। ଆଉ ତହିଁର ପ୍ରଥମ, ଦ୍ବିତୀୟ ଓ ତୃତୀୟ ଚଟାଣ ବନାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ଵରେ ଦ୍ଵାର ରଖିବ; ଆଉ ତହିଁର ପ୍ରଥମ, ଦ୍ଵିତୀୟ ଓ ତୃତୀୟ ତଳ ବନାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଉପରୁ ଏକ ହାତ ଛାଡ଼ି ଝରକା କରିବ। ସେହି ଜାହାଜର ପାର୍ଶ୍ୱରେ ଗୋଟିଏ ଦ୍ୱାର ରହିବ। ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଚଟାଣ ବନାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
Odia IRV 2017 (ଓଡିଆ ବାଇବେଲ)
ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।