Genesis 6:17 — Compare Translations

5 translations compared side by side

Odia - 1840
"ମୁଁ ଏକ ପ୍ରଳଯଙ୍କାରୀ ବନ୍ଯା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ବଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆକାଶତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ, କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଏକ ପ୍ରଳୟଙ୍କାରୀ ବନ୍ୟା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ୱଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।