Genesis 6:18 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭ ସହିତ ଏକ ଗୁରୁତ୍ବପୂର୍ଣ୍ଣ ଚୁକ୍ତି କରିବି। ଏବଂ ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି କରିବି। ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।