Genesis 6:19 — Compare Translations
5 translations compared side by side
Odia - 1840
"ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାରର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଂଗ ରେ ଧରି ଜାହାଜ ରେ ପ୍ରବେଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଙ୍ଗରେ ଧରି ଜାହାଜରେ ପ୍ରବେଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
Recommended Reading