Genesis 6:20 — Compare Translations
5 translations compared side by side
Odia - 1840
"ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉ ରୋଗାମୀ ଜନ୍ତୁ ପ୍ରେତ୍ୟକକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।