Genesis 6:21 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭେ ଆପଣାର ଓ ସମାନଙ୍କେର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଂଚ଼ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”