Genesis 6:22 — Compare Translations

5 translations compared side by side

Odia - 1840
"ତହିଁରେ ନୋହ ସହେିପରି କଲେ। ନୋହ ପରମେଶ୍ବରଙ୍କ ଆଜ୍ଞା ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନୋହ ସେରୂପ କଲେ; ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ନୋହ ସେହିପରି କଲେ। ନୋହ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।