Genesis 6:3 — Compare Translations

4 translations compared side by side

Odia - 1840
"ସହେି କନ୍ଯାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ବରଙ୍କର ପୁତ୍ରଗଣ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ କହିଲେ, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବେ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସମାତ୍ରି; ଏନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”