Genesis 6:4 — Compare Translations
4 translations compared side by side
Odia - 1840
"ସମାନଙ୍କେ ପସନ୍ଦ ଅନୁସାରେ ସମାନଙ୍କେୁ ବିବାହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି ତହିଁ ଉତ୍ତାରେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।