Genesis 6:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କେବଳ ମନ୍ଦ ବିଷୟ ଚିନ୍ତା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।