Genesis 6:7 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ କହିଲେ, ମୁଁ ସମସ୍ତ ମନୁଷ୍ଯକୁ ଧ୍ବଂସ କରି ଦବେି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ଯ, ପଶୁ ଏବଂ ପ୍ରେତ୍ୟକକ ଖେଚ଼ର ପ୍ରାଣୀମାନଙ୍କୁ ଧ୍ବଂସ କରି ଦବେି। ଏବଂ ଆକାଶର ସମସ୍ତ ପକ୍ଷୀ କୂଳକୁ ମଧ୍ଯ ଧ୍ବଂସ କରି ଦବେି। କାହିଁକି? କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ଭୂମଣ୍ତଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହିଲେ, “ମୁଁ ସମସ୍ତ ମନୁଷ୍ୟକୁ ଧ୍ୱଂସ କରି ଦେବି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ୟ, ପଶୁ ଏବଂ ପ୍ରତ୍ୟେକ ଖେଚର ପ୍ରାଣୀମାନଙ୍କୁ ଧ୍ୱଂସ କରି ଦେବି। ଏବଂ ଆକାଶର ସମସ୍ତ ପକ୍ଷୀକୂଳକୁ ମଧ୍ୟ ଧ୍ୱଂସ କରି ଦେବି। କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”