Genesis 6:9 — Compare Translations

5 translations compared side by side

Odia - 1840
"ଏହା ନୋହର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ବରଙ୍କୁ ଅନୁସରଣ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହଙ୍କର ବଂଶାବଳୀ ଏହି । ନୋହ ଆପଣା ବର୍ତ୍ତମାନ ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନୋହ ଏବଂ ପ୍ରଳୟଙ୍କାରି ବନ୍ୟା ଏହା ନୋହଙ୍କର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।