Genesis 7:1 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ନୋହଙ୍କୁ କହିଲେ, ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧିଅରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହାଇେ ଜାହା ରେ ପ୍ରବେଶ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ବନ୍ୟାର ଆରମ୍ଭ ଏହା ପରେ ସଦାପ୍ରଭୁ ନୋହଙ୍କୁ କହିଲେ, “ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧ୍ୟରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହୋଇ ଜାହାଜରେ ପ୍ରବେଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।