Genesis 7:10 — Compare Translations

5 translations compared side by side

Odia - 1840
"ସାତଦିନ ପରେ ବନ୍ଯାର ପାଣି ପୃଥିବୀ ଉପର ରେ ଆରମ୍ଭ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସାତ ଦିନ ପରେ ବନ୍ୟାର ପାଣି ପୃଥିବୀ ଉପରେ ଆରମ୍ଭ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।