Genesis 7:11 — Compare Translations

5 translations compared side by side

Odia - 1840
"ଦ୍ବିତୀୟ ମାସର ସତର ଦିବସ ଯେ ତବେଳେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା। ମହା ସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।