Genesis 7:13 — Compare Translations
4 translations compared side by side
Odia - 1840
"ହାମ ଓ ଯଫେତ୍ ନୋହଙ୍କର ପୁତ୍ରମାନେ ଆଉ ସମାନଙ୍କେର ସ୍ତ୍ରୀ ଓ ନୋହର ସ୍ତ୍ରୀ ଜାହାଜ ରେ ପ୍ରବେଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନରେ ନୋହ, ପୁଣି ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।