Genesis 7:14 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ଏବଂ ପ୍ରେତ୍ୟକକ ପ୍ରକାରର ପଶୁ, ସହେିଜାହଜକୁ ପ୍ରବେଶ କଲେ। ସବୁପ୍ରକାରର ଗ୍ରୁହପାଳିତ ପଶୁ, ସବୁପ୍ରକାର ଉ ରୋଗମୀ ସବୁଜାତିଯ ଭୂଚ଼ର ଓ ଖେଚ଼ର ପକ୍ଷୀ ସମସ୍ତ ଜାହାଜ ମଧ୍ଯକୁ ପ୍ରବେଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଏବଂ ପ୍ରତ୍ୟେକ ପ୍ରକାରର ପଶୁ, ସେହି ଜାହଜକୁ ପ୍ରବେଶ କଲେ। ସବୁ ପ୍ରକାରର ଗୃହପାଳିତ ପଶୁ, ସବୁପ୍ରକାର ଉରୋଗାମୀ ସବୁଜାତୀୟ ଭୂଚର ଓ ଖେଚର ପକ୍ଷୀ ସମସ୍ତ ଜାହାଜ ମଧ୍ୟକୁ ପ୍ରବେଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;