Genesis 7:15 — Compare Translations

5 translations compared side by side

Odia - 1840
"ନୋହଙ୍କ ସହିତ ଏହି ସମସ୍ତେ ଜୀବ ଜାହାଜ ମଧିଅରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ୟୋଡ଼ା ୟୋଡ଼ା ହାଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନୋହଙ୍କ ସହିତ ଏହି ସମସ୍ତ ଜୀବ ଜାହାଜ ମଧ୍ୟରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ଯୋଡ଼ା ଯୋଡ଼ା ହୋଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।