Genesis 7:17 — Compare Translations
5 translations compared side by side
Odia - 1840
"ଚ଼ାଳିଶ ଦିନ ପୃଥିବୀ ରେ ଜଳପ୍ଲାବନ ହେଲା, ପୁଣି ଜଳ ବଢ଼ିବାରୁ ଜାହାଜ ଭୂମିକୁ ଛାଡ଼ି ଭାସିବାକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକି ଛାଡ଼ି ଭାସି ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭଳିଶ୍ ଦିନ ପୃଥିବୀରେ ଜଳପ୍ଳାବନ ହେଲା, ପୁଣି ଜଳ ବଢ଼ିବାରୁ ଜାହାଜ ଭୂମିକୁ ଛାଡ଼ି ଭାସିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।