Genesis 7:18 — Compare Translations
5 translations compared side by side
Odia - 1840
"ପୃଥିବୀ ରେ କ୍ରମାନ୍ବଯ ରେ ଜଳରାଶି ବଢ଼ିବାକୁ ଲାଗିଲା ଓ ସେଥି ରେ ଜାହାଜ ଭାସିବାକୁ ଆରମ୍ଭ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀରେ କ୍ରମାନ୍ୱୟରେ ଜଳରାଶି ବଢ଼ିବାକୁ ଲାଗିଲା ଓ ସେଥିରେ ଜାହାଜ ଭାସିବାକୁ ଆରମ୍ଭ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
Recommended Reading