Genesis 7:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭ ସହିତ ସାତ ୟୋଡ଼ ଶୁଚ଼ି ପଶୁ ଓ ଏକ ୟୋଡ଼ି ଅଶୁଚ଼ି ପଶୁ ନଇେ ଆସିବ। ପ୍ରେତ୍ୟକକ ପକ୍ଷୀ ଜାତିର ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚଯ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭ ସହିତ ସାତ ଯୋଡ଼ି ଶୁଚି ପଶୁ ଓ ଏକ ଯୋଡ଼ି ଅଶୁଚି ପଶୁ ନେଇ ଆସିବ। ପ୍ରତ୍ୟେକ ଯୋଡ଼ିରେ ଗୋଟିଏ ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚୟ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
Odia IRV 2017 (ଓଡିଆ ବାଇବେଲ)
ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;