Genesis 7:20 — Compare Translations
5 translations compared side by side
Odia - 1840
"ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚ଼ଢ଼ି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚଢ଼ି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉପରେ ପନ୍ଦର କିଉବିଟ୍ସ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।