Genesis 7:21 — Compare Translations

5 translations compared side by side

Odia - 1840
"ପୃଥିବୀପୃଷ୍ଠରୁ ପ୍ରେତ୍ୟକକ ସଜୀବ ପ୍ରାଣୀ ମୃତ୍ଯୁବରଣ କଲେ। ପ୍ରେତ୍ୟକକ ପୁରୁଷ ଓ ସ୍ତ୍ରୀ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ପୃଷ୍ଠରୁ ପ୍ରତ୍ୟେକ ସଜୀବ ପ୍ରାଣୀ ମୃତ୍ୟୁବରଣ କଲେ। ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ, ପ୍ରତ୍ୟେକ ପ୍ରକାର ପକ୍ଷୀ ଓ ପଶୁ ପୃଥିବୀ ପୃଷ୍ଠରୁ ମଲେ। ସମସ୍ତ ଭୂଚର ଓ ସମସ୍ତ ଉରୋଗାମୀ ଜୀବ ପୃଥିବୀ ପୃଷ୍ଠରୁ ଲୋପ ପାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
Odia IRV 2017 (ଓଡିଆ ବାଇବେଲ)
ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,