Genesis 7:22 — Compare Translations

4 translations compared side by side

Odia - 1840
"ପ୍ରେତ୍ୟକକ ପ୍ରକାର ପକ୍ଷୀ ଓ ପଶୁ ପୃଥିବୀପୃଷ୍ଠରୁ ମଲେ। ସମସ୍ତ ଭୂଚ଼ର ଓ ସମସ୍ତ ଉ ରୋଗାମୀ ଜୀବ ପୃଥିବୀପୃଷ୍ଠରୁ ଲୋପ ପାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।