Genesis 7:23 — Compare Translations

5 translations compared side by side

Odia - 1840
"ଏହି ପ୍ରକା ରେ ପରମେଶ୍ବର ପୃଥିବୀ ରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିନ୍ନ କଲେ। ସମସ୍ତ ସନୁଷ୍ଯ, ପଶୁ, ସରୀସୃପ ପ୍ରାଣୀ, ଖେଚ଼ର ପକ୍ଷୀ, ପୃଥିବୀ ରେ ମୃତ୍ଯୁବରଣ କଲେ। କବଳେ ନୋହ ଓ ଜାହାଜ ରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରେ ପରମେଶ୍ୱର ପୃଥିବୀରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିହ୍ନ କଲେ। ସମସ୍ତ ମନୁଷ୍ୟ, ପଶୁ, ସରୀସୃପ ପ୍ରାଣୀ, ଖେଚର ପକ୍ଷୀ, ପୃଥିବୀରେ ମୃତ୍ୟୁବରଣ କଲେ। କେବଳ ନୋହ ଓ ଜାହାଜରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।