Genesis 7:24 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ପୃଥିବୀ 150 ଦିନ ଜଳ ମଗ୍ନ ହାଇେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ପୃଥିବୀ 150 ଦିନ ପର୍ଯ୍ୟନ୍ତ ଜଳରେ ମଗ୍ନ ହୋଇ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ପୃଥିବୀ ଏକ ଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।