Genesis 7:3 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ପକ୍ଷୀ ଜାତିର ପୁରୁଷ ଓ ସ୍ତ୍ରୀ ସାତ ସାତ ୟୋଡ଼ି ସଂଗ ରେ ନିଅ, ବଂଶ ରକ୍ଷା କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ପକ୍ଷୀ ଜାତିର ପୁରୁଷ ଓ ସ୍ତ୍ରୀ ସାତ ସାତ ଯୋଡ଼ି ସଙ୍ଗରେ ନିଅ, ବଂଶ ରକ୍ଷା କରିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।