Genesis 7:4 — Compare Translations

5 translations compared side by side

Odia - 1840
"ସାତଦିନ ପରେ ମୁଁ ଚ଼ାଳିଶ ଦିବାରାତ୍ର ପୃଥୀବୀ ରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସଠାେକାର ସମସ୍ତ ଜିନିଷ ଧ୍ବଂସ କରି ଦବେି, ଯାହା ମୁଁ ସୃଷ୍ଟି କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀଙ୍କି ଲୁପ୍ତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସାତ ଦିନ ପରେ ମୁଁ ଗ୍ଭଳିଶ୍ ଦିବାରାତ୍ରି ପୃଥିବୀରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସେଠାକାର ସମସ୍ତ ଜିନିଷ ଧ୍ୱଂସ କରି ଦେବି, ଯାହା ମୁଁ ସୃଷ୍ଟି କରିଥିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”