Genesis 7:5 — Compare Translations

5 translations compared side by side

Odia - 1840
"ନୋହ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ସମସ୍ତ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନୋହ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସମସ୍ତ କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।