Genesis 7:6 — Compare Translations

5 translations compared side by side

Odia - 1840
"ବନ୍ଯା ଆସିବା ସମୟରେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ବନ୍ୟା ଆସିବା ସମୟରେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।
Odia IRV 2017 (ଓଡିଆ ବାଇବେଲ)
ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।