Genesis 7:8 — Compare Translations
5 translations compared side by side
Odia - 1840
"ସମସ୍ତ ପଶୁଗୁଡ଼ିକ ଶୁଚ଼ି ଓ ଅଶୁଚ଼ି ଓ ପଶୁପକ୍ଷୀ ବର୍ଗ ଓ ଭୂଚ଼ର ଉ ରୋଗାମୀ ଜନ୍ତୁବର୍ଗ ନୋହଙ୍କ ନିକଟକୁ ୟାଇ ଭିତରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନୋହଙ୍କ ପ୍ରତି ପରମେଶ୍ଵରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ପଶୁଗୁଡ଼ିକ ଶୁଚି ଓ ଅଶୁଚି ଓ ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ନୋହଙ୍କ ନିକଟକୁ ଯାଇ ଭିତରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
Odia IRV 2017 (ଓଡିଆ ବାଇବେଲ)
ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ