Genesis 8:1 — Compare Translations

5 translations compared side by side

Odia - 1840
"ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ଵାଦି ସମସ୍ତ ପ୍ରାଣୀଙ୍କି ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ,ତହୁଁ ଜଳ ଥମିଲା;
Odia Bible ERV 2004 (ପବିତ୍ର ବାଇବଲ)
ବନ୍ୟା ଶେଷରେ ପରମେଶ୍ୱର ନୋହ ଏବଂ ତାଙ୍କ ସହିତ ଜାହାଜରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ୱର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ୟା ଜଳ କମିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;