Genesis 8:10 — Compare Translations
5 translations compared side by side
Odia - 1840
"ସାତଦିନ ପରେ, ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସାତ ଦିନ ବିଳମ୍ଵ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ସାତ ଦିନ ପରେ, ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;