Genesis 8:11 — Compare Translations

5 translations compared side by side

Odia - 1840
"ସହେି ଦିନ ସଂଧ୍ଯା ସମୟରେ ସହେି କପୋତଟି ତା'ର ଥଣ୍ଟ ରେ ଏକ ତାଜା ଜୀତ ଅଲିଭ୍ ଗଛର ପତ୍ର ଧରି ଆସିଥିଲା। ନୋହ ଏଥିରୁ ଜାଣିଲେ ଯେ ପୃଥିବୀ ଉପରୁ ଜଳ କ୍ରମଶଃ ଛାଡ଼ି ୟାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ବୁଝିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ସନ୍ଧ୍ୟା ସମୟରେ ସେହି କପୋତଟି ତା’ର ଥଣ୍ଟରେ ଏକ ତାଜା ଜୀତ ଅଲିଭ୍ ଗଛର ପତ୍ର ଧରି ଆସିଥିଲା। ନୋହ ଏଥିରୁ ଜାଣିଲେ ଯେ ପୃଥିବୀ ଉପରୁ ଜଳ କ୍ରମଶଃ ଛାଡ଼ି ଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।