Genesis 8:13 — Compare Translations

5 translations compared side by side

Odia - 1840
"ଏହାପରେ, ନୋହ ଜାହାଜର ଦ୍ବାର ଖାଲିେଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ୟାଇଛି। ଏହାଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହକୁ ସେତବେେଳେ 601 ବର୍ଷ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକି ଶୁଷ୍କ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ, ନୋହ ଜାହାଜର ଦ୍ୱାର ଖୋଲିଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ଯାଇଛି। ଏହା ଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହଙ୍କୁ ସେତେବେଳେ 601 ବର୍ଷ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
(ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।