Genesis 8:16 — Compare Translations
5 translations compared side by side
Odia - 1840
"ଜାହାଜକୁ ପରିତ୍ଯାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ଜାହାଜକୁ ପରିତ୍ୟାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇଯାଅ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ।