Genesis 8:17 — Compare Translations

5 translations compared side by side

Odia - 1840
"ତୁମ୍ଭ ସହିତ ସମସ୍ତ ପଶୁଗୁଡିକୁ ବାହାର କରି ଆଣ । ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସମାନେେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି ପୃଥିବୀରେ ପ୍ରଜାବ; ଓ ବହୁବଂଶ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସହିତ ସମସ୍ତ ପଶୁଗୁଡ଼ିକୁ ବାହାର କରିଆଣ। ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”