Genesis 8:18 — Compare Translations

5 translations compared side by side

Odia - 1840
"ତେଣୁ ନୋହ ତା'ର ସ୍ତ୍ରୀ ଓ ତା'ର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ନୋହ ତାଙ୍କର ସ୍ତ୍ରୀ, ତାଙ୍କର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;