Genesis 8:19 — Compare Translations
5 translations compared side by side
Odia - 1840
"ସମସ୍ତ ପଶୁ ଏବଂ ସମସ୍ତ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସ୍ଵ ସ୍ଵ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ପଶୁ ଏବଂ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।