Genesis 8:20 — Compare Translations

5 translations compared side by side

Odia - 1840
"ଏହାପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ନୋହ ସେଥି ରେ ଶୁଚ଼ିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ବ ରେ ନବୈେଦ୍ଯ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କଲେ। ନୋହ ସେଥିରେ ଶୁଚିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।