Genesis 8:21 — Compare Translations

5 translations compared side by side

Odia - 1840
"ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)