Genesis 8:22 — Compare Translations
5 translations compared side by side
Odia - 1840
"ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହି ସବୁର ନିବୃତ୍ତି ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପର୍ଯ୍ୟନ୍ତ ପୃଥିବୀ ରହିଛି, ସେପର୍ଯ୍ୟନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ, ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀରେ ଗ୍ଭଲିଥିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”