Genesis 8:3 — Compare Translations
5 translations compared side by side
Odia - 1840
"ପୃଥିବୀକୁ ଆଚ୍ଛାଦନ କରିଥିବା ପାଣି ତଳକୁ ତଳକୁ ଚାଲିଗଲା।ଏବଂ 15 0ଦିନପରେ ଜଳ ପତ୍ତନ ଧି ରଧେି ରେ କମିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀକୁ ଆଚ୍ଛାଦନ କରିଥିବା ପାଣି ତଳକୁ ତଳକୁ ଗ୍ଭଲିଗଲା। ଏବଂ 150 ଦିନ ପରେ ଜଳପତ୍ତନ ଧୀରେ ଧୀରେ କମିଗଲା। ଏହା ପରେ ସପ୍ତଦଶ ମାସର ସପ୍ତଦଶ ଦିନରେ ଆରାରଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।