Genesis 8:4 — Compare Translations

4 translations compared side by side

Odia - 1840
"ଏହାପରେ ସପ୍ତଦଶ ମାସର ସପ୍ତଦଶ ଦିନ ରେ ଆରାରଟ ପର୍ବତ ଉପରେ ଜାହାଜ ଲାଗି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।