Genesis 8:5 — Compare Translations
5 translations compared side by side
Odia - 1840
"ଏହିପରି ଦଶମମାସ ପର୍ୟ୍ଯନ୍ତ ଜଳ କ୍ରମଶଃ କମିଲା। ସହେି ଦଶମ ମାସର ପ୍ରଥମ ଦିନ ରେ ପର୍ବତଗଣର ଶୃଂଗ ଦଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ କମିଲା। ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।