Genesis 8:6 — Compare Translations

5 translations compared side by side

Odia - 1840
"ଏହାପରେ ଆହୁରି ଚ଼ାଳିଶ ଦିନ ୟିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ଵନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆହୁରି ଗ୍ଭଳିଶ୍ ଦିନ ଯିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟିଏ ଡାମରା କାଉକୁ ଉଡ଼ାଇ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;