Genesis 8:9 — Compare Translations
5 translations compared side by side
Odia - 1840
"ସହେି କପୋତଟି କୌଣସିଠା ରେ ବିଶ୍ରାମ ନବୋକୁ ସ୍ଥାନ ନପାଇ ଫରେିଆସିଲା। କାରଣ ସେ ପର୍ୟ୍ଯନ୍ତ ପୃଥିବୀ ଉପରେ ଜଳରାଶି ବୁଡ଼ି କରିଥିଲା। ନୋହ ହାତ ବଢ଼ାଇ କପୋତକୁ ଧରି ଜାହାଜ ମଧ୍ଯକୁ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି କପୋତଟି କୌଣସିଠାରେ ବିଶ୍ରାମ ନେବାକୁ ସ୍ଥାନ ନ ପାଇ ଫେରି ଆସିଲା। କାରଣ ସେ ପର୍ଯ୍ୟନ୍ତ ପୃଥିବୀ ଉପରେ ଜଳରାଶି ବୁଡ଼ି କରିଥିଲା। ନୋହ ହାତ ବଢ଼ାଇ କପୋତକୁ ଧରି ଜାହାଜ ମଧ୍ୟକୁ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।