Genesis 9:1 — Compare Translations
5 translations compared side by side
Odia - 1840
"ପରମେଶ୍ବର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ବାରା ପୃଥିବୀକୁ ପୂର୍ଣ୍ଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନର ଆରମ୍ଭ ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, “ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ୱାରା ପୃଥିବୀକୁ ପୂର୍ଣ୍ଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।